ରାଜ୍ୟରେ ଆଖି ବୁଜିଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୦ରେ ପହଞ୍ଚି ଯାଇଛି। ଏହି ୧୨ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କେବଳ ୪ ଜଣ ଅଛନ୍ତି। ସେହିପରି ଭୁବନେଶ୍ୱରର ୩ ଜଣ ଥିବା ବେଳେ ଅନୁଗୋଳର ୨ ଜଣ ଅଛନ୍ତି। ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ […]

coronavvrus

coronavvrus

Tapaswini Nayak
  • Published: Saturday, 28 November 2020
  • Updated: 28 November 2020, 11:36 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ  ୧୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୩୦ରେ ପହଞ୍ଚି ଯାଇଛି।

ଏହି ୧୨ ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର କେବଳ ୪ ଜଣ ଅଛନ୍ତି। ସେହିପରି ଭୁବନେଶ୍ୱରର ୩ ଜଣ ଥିବା ବେଳେ ଅନୁଗୋଳର ୨ ଜଣ ଅଛନ୍ତି। ବାଲେଶ୍ୱର, ଢେଙ୍କାନାଳ ଓ ଯାଜପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ମୃତ୍ୟୁ ଘଟିଛି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୭,୭୮୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୦୯,୭୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୬,୨୫୯ ଜଣ ଚିକିତ୍ସାଧୀନ ରହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos