ରାଉରକେଲା(ପୱନ ତିୱାରୀ): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ପୁଲିସ୍ ୧୨ ଜଣ ଡକାୟତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୁନ୍ଦରଗଡ଼ ଜିଲ୍ଲାରେ ଏମାନଙ୍କ ନାଁରେ ୧୩ରୁ ଅଧିକ ମାମଲା ଥିବା ପୁଲିସ୍ କହିଛି।
ଗିରଫ ଅଭିଯୁକ୍ତଙ୍କ ଠାରୁ ଦେଶୀ ବନ୍ଧୁକ, ଖଣ୍ଡା, ତିନୋଟି ବାଇକ, ଗୋଟିଏ ପିକ୍ଅପ୍ ଭ୍ୟାନ, ବୋଲେରୋ, ଆଠଟି ମୋବାଇଲ୍, ଗୋଟିଏ କାର୍ ସମେତ ବହୁ ସାମଗ୍ରୀ ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?