୧୨ ଘଣ୍ଟିଆ କନ୍ଧମାଳ ବନ୍ଦ

କନ୍ଧମାଳ (ତ୍ରିନାଥ ସାହୁ): ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ଡାକରା ଦିଆଯାଇଛି। ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ବିଜେପି ଏହାକୁ ସମର୍ଥନ ଜଣାଇଛି। ଏହାର ପ୍ରଭାବରେ ଜିଲ୍ଲାରେସକାଳ ୬ଟାରୁ ବନ୍ଦ ପାଳନ କରଯାଉଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। କନ୍ଧମାଳ ସୁରକ୍ଷା […]

bandh

bandh

Jitendra Garnayak
  • Published: Thursday, 17 January 2019
  • Updated: 17 January 2019, 10:15 AM IST

Sports

Latest News

କନ୍ଧମାଳ (ତ୍ରିନାଥ ସାହୁ): ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ଡାକରା ଦିଆଯାଇଛି। ଦାରିଙ୍ଗବାଡ଼ି ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ବିଜେପି ଏହାକୁ ସମର୍ଥନ ଜଣାଇଛି।

88ଏହାର ପ୍ରଭାବରେ ଜିଲ୍ଲାରେସକାଳ ୬ଟାରୁ ବନ୍ଦ ପାଳନ କରଯାଉଛି। ଏଥିଯୋଗୁ ବିଭିନ୍ନ ସ୍ଥାନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। କନ୍ଧମାଳ ସୁରକ୍ଷା ଅଭିଯାନ ଓ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।

ସଂପୃକ୍ତ ନାବାଳିକାଙ୍କୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ କନ୍ଧମାଳ ସୁରକ୍ଷା ଅଭିଯାନ ପକ୍ଷରୁ ଦାବି କରାଯାଇଛି। ତାହା ସହିତ ଏ ଘଟଣାରେ ନିଷ୍କ୍ରିୟତା ପ୍ରଦର୍ଶନ କରିଥିବା ସମସ୍ତ ଉଚ୍ଚ ପଦସ୍ଥ ସରକାରୀ ଅଧିକାରୀଙ୍କୁ ବରଖାସ୍ତ କରିବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଛି। କାରଣ ଏ ଘଟଣାରେ କେବଳ ତଳତଳିଆ ସରକାରୀ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଅନ୍ୟପକ୍ଷରେ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଥିବା ବିଜେପି କନ୍ଧମାଳ ଜିଲ୍ଲାପାଳଙ୍କୁ ବଦଳି କରିବା ପାଇଁ ଦାବି କରିଛି। ଘଟଣାର ନ୍ୟାୟିକ ତଦନ୍ତ କରିବାକୁ ମଧ୍ୟ ଦଳ ଦାବି କରିଛି।

bbbବନ୍ଦକୁ ଦୃଷ୍ଟିରେ ରଖି ଜିଲ୍ଲାର ବିଭିନ୍ନ ସ୍ଥାନରେ ପୁଲିସ୍ ଫୋର୍ସକୁ ମୁତୟନ କରାଯାଇଛି। ସ୍ଥିତି ଉପରେ ପୁଲିସ୍ କଡ଼ା ନଜର ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story