୧୨ ଘଣ୍ଟିଆ ବିନିକା ବନ୍ଦ

ସୁବର୍ଣ୍ଣପୁର(ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଡାକ୍ତରଖାନାରେ ଖାଲିଥିବା ଡାକ୍ତର ପଦବୀ ପୂରଣ ଦାବିରେ ଆଜି ୧୨ ଘଣ୍ଟିଆ ବିନିକା ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିଛି। ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷ ବର୍ଷ ଧରି ଡାକ୍ତରଙ୍କ ଅଭାବ ଯୋଗୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏଠାରେ ତୁରନ୍ତ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ଦାବିରେ ଏହି ବନ୍ଦ ପାଳନ […]

bandha

bandha

Jitendra Garnayak
  • Published: Tuesday, 21 August 2018
  • Updated: 21 August 2018, 02:56 AM IST

Sports

Latest News

ସୁବର୍ଣ୍ଣପୁର(ଦିଲୀପ କୁମାର ସାହୁ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ଡାକ୍ତରଖାନାରେ ଖାଲିଥିବା ଡାକ୍ତର ପଦବୀ ପୂରଣ ଦାବିରେ ଆଜି ୧୨ ଘଣ୍ଟିଆ ବିନିକା ବନ୍ଦ ଡାକରା ଦିଆଯାଇଛି। ଫଳରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ ଓ କଲେଜ ବନ୍ଦ ରହିଛି। ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷ ବର୍ଷ ଧରି ଡାକ୍ତରଙ୍କ ଅଭାବ ଯୋଗୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏଠାରେ ତୁରନ୍ତ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ଦାବିରେ ଏହି ବନ୍ଦ ପାଳନ କରାଯାଉଛି।

ଏହି ସମାସ୍ୟାକୁ ନେଇ ବିନିକା ବିଜେପି ଦଳ ତରଫରୁ ଗତ ୧୩ ତାରିଖରେ ବିନିକା ସହରର ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ଦୋକାନ ବଜାର ଓ ଯାନବାହାନ ଚଳାଚଳ ବନ୍ଦ କରାଯାଇଥିଲା।

କଂଗ୍ରେସ ତରଫରୁ ମଧ୍ୟ ସମାନ ଦାବିକୁ ନେଇ ଯାନବାହାନ ଚଳାଚଳକୁ ବାଦ ଦେଇ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା।

ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ରାଜନୈତିକ ଦଳଗୁଡିକ ପକ୍ଷରୁ ବାରମ୍ବାର ବନ୍ଦ ପାଳନ କରାଯାଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନଥିବା ଅଭିଯୋଗ ହେଉଛି।

ଦୁଇଦିନ ମଧ୍ୟରେ ସମସ୍ୟାର ସମାଧାନ ନେଇ କୌଣସି ପଦକ୍ଷେପ ନିଆ ନଗଲେ ଆସନ୍ତା ୨୪ ତାରିଖରୁ ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ ବନ୍ଦ କରାଯାଇ ଆନ୍ଦୋଳନ ଆହୁରି ବ୍ୟାପକ କରାଯିବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।

ଅନ୍ୟପକ୍ଷରେ ସମାନ ଦାବିକୁ ନେଇ ବିନିକା ସାମ୍ୱାଦିକ ସଂଘ ୧୬ ଦିନ ହେଲା ଧାରଣା ଦେଇଛି। ଏଥିପ୍ରତି ମଧ୍ୟ ସ୍ଥାନୀୟ ପ୍ରଶାସନ ଆଖି ବୁଜି ଦେଇଥିବା ଅଭିଯୋଗ ହେଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story