୫ ଦଫା ଦାବିରେ ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବାସଚ୍ୟୁତଙ୍କୁ ଥଇଥାନ ଓ କ୍ଷତିପୂରଣ ସମେତ ୫ ଦଫା ଦାବି ନେଇ ଆଜି ଦେବଗଡ଼ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି ପକ୍ଷରୁ ଏହି ଡାକରା ଦିଆଯାଇଛି। ଏହାର ପ୍ରଭାବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। ରାସ୍ତାରେ ଶତାଧିକ ଭାରିଯାନ ଅଟକି ରହିଛି। ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତିର କର୍ମକର୍ତ୍ତାମାନେ ଦେବଗଡ଼ ସହରର ବିଭିନ୍ନ […]

deogarh

deogarh

Rakesh Mallick
  • Published: Monday, 18 February 2019
  • Updated: 18 February 2019, 10:40 AM IST

ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ବାସଚ୍ୟୁତଙ୍କୁ ଥଇଥାନ ଓ କ୍ଷତିପୂରଣ ସମେତ ୫ ଦଫା ଦାବି ନେଇ ଆଜି ଦେବଗଡ଼ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତି ପକ୍ଷରୁ ଏହି ଡାକରା ଦିଆଯାଇଛି।

ଏହାର ପ୍ରଭାବରେ ଜିଲ୍ଲାର ବିଭିନ୍ନ ସ୍ଥାନରେ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି। ରାସ୍ତାରେ ଶତାଧିକ ଭାରିଯାନ ଅଟକି ରହିଛି।

ରେଙ୍ଗାଳି ବାସଚ୍ୟୁତ ସୁରକ୍ଷା ସମିତିର କର୍ମକର୍ତ୍ତାମାନେ ଦେବଗଡ଼ ସହରର ବିଭିନ୍ନ ସ୍ଥାନରେ ପିକେଟିଂ କରି ଦୋକାନ ବନ୍ଦ କରିଛନ୍ତି। ଅନ୍ୟପକ୍ଷରେ ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସମିତିର ସଭାପତିଙ୍କ ସମେତ ବହୁ ଆନ୍ଦୋଳନକାରୀଙ୍କୁ ପୁଲିସ୍‌ ଅଟକ ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story