୧୨ ଘଣ୍ଟିଆ କାଲିମେଳା ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। କାଲିମେଳା ତହସିଲରେ ଦୁର୍ନୀତି ଓ ଲାଞ୍ଚ କାରବାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁଁ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି।  ମାଲକାନଗିରି, ମୋଟୁ, କାଲିମେଳା ଓ ପଡ଼ିଆକୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

Rakesh Mallick
  • Published: Tuesday, 12 September 2017
  • , Updated: 12 September 2017, 11:43 AM IST

ମାଲକାନଗିରି: ମାଲକାନଗିରି ଜିଲ୍ଲା କାଲିମେଳାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। କାଲିମେଳା ତହସିଲରେ ଦୁର୍ନୀତି ଓ ଲାଞ୍ଚ କାରବାର ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଏହି ବନ୍ଦ ପାଳନ କରାଯାଉଛି।

ବନ୍ଦ ଯୋଗୁଁ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି।  ମାଲକାନଗିରି, ମୋଟୁ, କାଲିମେଳା ଓ ପଡ଼ିଆକୁ ଯାତାୟତ ବାଧାପ୍ରାପ୍ତ ହୋଇଛି।

Related story