ବାଲିଗୁଡ଼ା (ଅଜିତ୍ କୁମାର ନାୟକ): ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ଡାକରା ଦିଆଯାଇଛି। ବାଲିଗୁଡା କୁଇକୁଳ ସମିତି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।ଫଳରେ ଦୋକାନ ବଜାର ଓ ଗାଡ଼ିଚଳାଚଳ ବନ୍ଦ ରହିଛି।
ବାଲିଗୁଡ଼ାରେ ଆୟୋଜିତ ହେଉଥିବା ବାଲିଗୁଡା ମହୋତ୍ସବରେ ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତି ସ୍ଥାନ ପାଇ ନ ଥିବା କୁଇ ସମାଜ ପକ୍ଷରୁ ଅଭିଯୋଗ କରାଯାଇଛି।
ଏହାସହ କୁଟିକିଆ ସରପଞ୍ଚ ଦୟାନିଧି ମଲିକଙ୍କୁ ବାଲିଗୁଡ଼ା ବିଡିଓ ନରେଶ ଚନ୍ଦ୍ର ଶବର ସର୍ବସାଧାରଣରେ ଦୁର୍ବ୍ୟବହାର କରିଥିବା କୁଇ ସମାଜ ଅଭିଯୋଗ କରିଛି।
ଏହି ଦୁଇ ଘଟଣାକୁ ନିନ୍ଦା କରି କୁଇ ସମାଜ ଆଜି କନ୍ଧମାଳ ଜିଲ୍ଲା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।