ବିଜେପି ପକ୍ଷରୁ ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ

ଫୁଲବାଣୀ(ଓଡ଼ିଶା ରିପୋର୍ଟର): ବିଜେପି ପକ୍ଷରୁ ଆଜି କନ୍ଧମାଳ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନବଜାର ସହ ବିଭିନ୍ନ ସ୍ଥାନକୁ ଗାଡ଼ି ଚଳାଚଳ ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ବିଜେପି କର୍ମୀ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି। ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କଅଁରଙ୍କ ଭାଇରାଲ ଭିଡିଓ ଏବଂ କୋଟଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାର ପ୍ରତିବାଦରେ […]

rtttt,,,,

rtttt,,,,

Tapaswini Nayak
  • Published: Friday, 28 September 2018
  • Updated: 28 September 2018, 09:58 AM IST

Sports

Latest News

ଫୁଲବାଣୀ(ଓଡ଼ିଶା ରିପୋର୍ଟର): ବିଜେପି ପକ୍ଷରୁ ଆଜି କନ୍ଧମାଳ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନବଜାର ସହ ବିଭିନ୍ନ ସ୍ଥାନକୁ ଗାଡ଼ି ଚଳାଚଳ ବନ୍ଦ ରହିଛି।

ବିଭିନ୍ନ ସ୍ଥାନରେ ବିଜେପି କର୍ମୀ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି।

ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କଅଁରଙ୍କ ଭାଇରାଲ ଭିଡିଓ ଏବଂ କୋଟଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲାର ପ୍ରତିବାଦରେ ଏହି ବନ୍ଦ ଡାକରା ଦେଇଛି ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା।

କନ୍ଧମାଳରେ କ୍ରମାଗତ ଭାବେ ନାରୀ ନିର୍ଯାତନା ବଢ଼ୁଥିବାରୁ ଏହାର ପ୍ରତିବାଦ କରିବା ସହ ସ୍ଥାନୀୟ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବହିଷ୍କାର, ମୃତ ନାବାଳିକାଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ଓ ଅଭିଯୁକ୍ତକୁ ଫାଶୀ ଦଣ୍ଡ ଆଦି ଦାବି କରିଛି ବିଜେପି ମହିଳା ମୋର୍ଚ୍ଚା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story