ଓଲଟି ପଡ଼ିଲା ବସ୍‌; ୧୨ ଆହତ

ତେଲକୋଇ (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଆକୁଳମଲଣ୍ଡା ନିକଟରେ ଏକ ବସ୍‌ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି। ଆହତମାନଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି କଣ୍ଟାମାଳରୁ କେନ୍ଦୁଝର ଆସୁଥିବା ବେଳେ ଆକୁଳମଲଣ୍ଡା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। 

bus1

Tapaswini Nayak
  • Published: Wednesday, 03 April 2019
  • , Updated: 03 April 2019, 11:09 AM IST

ତେଲକୋଇ (ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଆକୁଳମଲଣ୍ଡା ନିକଟରେ ଏକ ବସ୍‌ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ ଜଣ ମହିଳା ଅଛନ୍ତି।

ଆହତମାନଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବସ୍‌ଟି କଣ୍ଟାମାଳରୁ କେନ୍ଦୁଝର ଆସୁଥିବା ବେଳେ ଆକୁଳମଲଣ୍ଡା ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ରେ ୪୦ ଜଣ ଯାତ୍ରୀ ଥିଲେ। 

Related story