ରାସ୍ତା ଉପରେ ଓଲଟି ପଡ଼ିଲା ବସ୍‌

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ଭବାନିପାଲିଠାରେ ଆଜି ଭୋରରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଦ୍ୱୟଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଆହତମାନଙ୍କୁ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦିଲଖୁସ୍‌ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ଝାରସୁଗୁଡ଼ାର ବ୍ରଜରାଜନଗରକୁ ଯାଉଥିଲା। ବସ୍‌ରେ ମୋଟ ୫୦ […]

accident

accident

Jyoshna Pradhan
  • Published: Saturday, 27 July 2019
  • Updated: 27 July 2019, 08:12 AM IST

Sports

Latest News

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ଭବାନିପାଲିଠାରେ ଆଜି ଭୋରରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

accident1ଗୁରୁତର ଦ୍ୱୟଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଆହତମାନଙ୍କୁ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। bus

ଦିଲଖୁସ୍‌ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ଝାରସୁଗୁଡ଼ାର ବ୍ରଜରାଜନଗରକୁ ଯାଉଥିଲା। ବସ୍‌ରେ ମୋଟ ୫୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story