ଦିଗପହଣ୍ଡି ବସ୍ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୬ଜଣ ପୁରୁଷ, ୪ ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି। ବ୍ରହ୍ମପୁରରୁ ଭୋଜି ଖାଇ ଫେରୁଥିବାବେଳେ ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ ଘଟିଥିଲା ଏ ମର୍ମନ୍ତୁଦ ଦୁର୍ଘଟଣା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।