Advertisment

ଓଡ଼ିଶା ପାଇଁ ପଡ଼ିଛି କି ବିପଦ ?

ଦିଗପହଣ୍ଡି ବସ୍ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି।

author-image
Manoj Swain

ଦିଗପହଣ୍ଡି ବସ୍ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୬ଜଣ ପୁରୁଷ, ୪ ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି। ବ୍ରହ୍ମପୁରରୁ ଭୋଜି ଖାଇ ଫେରୁଥିବାବେଳେ ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ ଘଟିଥିଲା ଏ ମର୍ମନ୍ତୁଦ ଦୁର୍ଘଟଣା ।  

Advertisment
Odisha Accident