ଓଡିଶା ପାଇଁ ପଡିଛି କି ବିପଦ | Odisha Reporter
Advertisment
ଦିଗପହଣ୍ଡି ବସ୍ ଦୁର୍ଘଟଣା । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ ଖେମୁଣ୍ଡି କଲେଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ୧୨ ଜୀବନ ଚାଲି ଯାଇଥିବା ବେଳେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୬ଜଣ ପୁରୁଷ, ୪ ଜଣ ମହିଳା ଓ ୨ଜଣ ଶିଶୁ ରହିଛନ୍ତି। ବ୍ରହ୍ମପୁରରୁ ଭୋଜି ଖାଇ ଫେରୁଥିବାବେଳେ ଦିଗପହଣ୍ଡି ଖେମୁଣ୍ଡି କଲେଜ ନିକଟରେ ଘଟିଥିଲା ଏ ମର୍ମନ୍ତୁଦ ଦୁର୍ଘଟଣା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us