ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡ଼ିଆ। କେରଳ ଏର୍ଣ୍ଣାକୁଲମ୍ରୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ସେମାନେ ବ୍ରହ୍ମପୁର ଉପକଣ୍ଠ ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିଲେ। ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ସମସ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି ।
ପରେ ପ୍ରାୟ ୩୦ଟି ସ୍ୱତନ୍ତ୍ର ବସ୍ ଯୋଗେ ସେମାନଙ୍କୁ ନିଜ ନିଜ ଅଞ୍ଚଳକୁ ପଠାଯାଇଛି। ନିଜ ନିଜ ଅଞ୍ଚଳରେ ପହଞ୍ଚିବା ପରେ ସମସ୍ତଙ୍କୁ କ୍ୱାରେଣ୍ଟାଇନ୍ରେ ରଖାଯିବା ପାଇଁ ବ୍ୟବସ୍ଥା କରାଯାଇଛି । ତେବେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆହୁରି ୨ଟି ଟ୍ରେନ୍ ସୁରତରୁ ଆସୁଥିବା ସୂଚନା ମିଳିଛି । ଲକ୍ଡାଉନ୍ ଯୋଗୁଁ ଲକ୍ଷ ଲକ୍ଷ ଓଡ଼ିଆ ରାଜ୍ୟ ବାହାରେ ଫସି ରହିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଜାରି ରହିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।