ଚିହ୍ନଟ ହେଲେ ୧୨୦୩ ଆକ୍ରାନ୍ତ; ୩୦ ହଜାର ଡେଇଁଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮  ଜିଲ୍ଲାରୁ ୧୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୪୫ ହେଉଛି ଲୋକାଲ କଣ୍ଟାକ୍ଟ କେସ୍‌। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ୨୫୦ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨୨୦, କଟକରେ ୯୭, ଗଜପତିରେ ୭୨ ଓ ମାଲକାନଗିରିରେ ୬୫ ଆକ୍ରାନ୍ତ ଚିହ୍ନଟ […]

corona-10

corona-10

Niharika Rout
  • Published: Thursday, 30 July 2020
  • Updated: 30 July 2020, 02:09 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୨୮  ଜିଲ୍ଲାରୁ ୧୨୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୪୫ ହେଉଛି ଲୋକାଲ କଣ୍ଟାକ୍ଟ କେସ୍‌।

ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ୨୫୦ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ୨୨୦, କଟକରେ ୯୭, ଗଜପତିରେ ୭୨ ଓ ମାଲକାନଗିରିରେ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୩୭୮ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮,୯୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏବେ ବିଭିନ୍ନ ମେଡିକାଲରେ ୧୧,୨୩୫ଜଣ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos