ଚିହ୍ନଟ ହେଲେ ୧୨୧୫ ଆକ୍ରାନ୍ତ , ଗଞ୍ଜାମ ସହ ତାଳ ଦେଉଛି ଖୋର୍ଦ୍ଧା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୨୧୫  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮, ୧୦୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୭, ୩୭୩ ସୁସ୍ଥ ହୋଇ ସାରିଲେଣି। ୧୦,୫୪୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୧୨୧୫ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୬୨ଟି ହେଉଛି […]

coorona-07

coorona-07

Niharika Rout
  • Published: Tuesday, 28 July 2020
  • Updated: 28 July 2020, 02:31 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟର ୨୮ ଜିଲ୍ଲାରୁ ୧୨୧୫  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮, ୧୦୭ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୭, ୩୭୩ ସୁସ୍ଥ ହୋଇ ସାରିଲେଣି। ୧୦,୫୪୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।

୧୨୧୫ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୫୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୬୨ଟି ହେଉଛି ଲୋକାଲ୍ କେସ୍‌।

ଉଭୟ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ତାଳ ଦେଇ ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଉଭୟ ଜିଲ୍ଲାରେ ଏହି ସଂଖ୍ୟା ୩୦୦ ପାର୍ ହୋଇଯାଇଛି। ଗଞ୍ଜାମ ଜିଲ୍ଲାରେ ୩୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ଏହି ସଂଖ୍ୟା ୩୧୨ ଛୁଇଁଛି। ଏହାବ୍ୟତୀତ ଗଜପତି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବେଳେ କେନ୍ଦୁଝରରେ ଏହା ୭୭ରେ ପହଞ୍ଚିଛି।

ଅନୁଗୋଳରେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରେ ୨୯, ବରଗଡ଼ରେ ୧୦, ଭଦ୍ରକରେ ୨, ବଲାଙ୍ଗିରରେ ୨୧, ବୌଦ୍ଧରେ ୨, କଟକରେ ୬୦, ଦେବଗଡ଼ରେ ୧, ଢେଙ୍କାନାଳରେ ୧, ଜଗତସିଂହପୁରରେ ୪୭, ଯାଜପୁରରେ ୨୦, ଝାରସୁଗୁଡ଼ାରେ ୨, କଳାହାଣ୍ଡିରେ ୮, କନ୍ଧମାଳରେ ୧୪, କେନ୍ଦ୍ରାପଡ଼ାରେ ୧୪, କୋରାପୁଟରେ ୭୩, ମାଲକାନଗିରିରେ ୧୪, ମୟୂରଭଞ୍ଜରେ ୨୨, ନୟାଗଡ଼ରେ ୨୪, ସୋନପୁରରେ ୨, ନୂଆପଡ଼ାରେ ୮, ପୁରୀରେ ୧୧, ରାୟଗଡ଼ାରେ ୨୪ ଓ ସୁନ୍ଦରଗଡ଼ରେ ୨ ଜଣ ଆକ୍ରାନ୍ତ ହୋଇଛନ୍ତି।

ଅନ୍ୟପକ୍ଷରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪ରେ ପହଞ୍ଚି ଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରେ ସବୁଠୁ ଅଧିକ ଅଛନ୍ତି। ଏଠାରେ କରୋନା ଯୋଗୁ ୮୫ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ସେହିପରି ରାଜ୍ୟରେ ଆହୁରି ୩୫ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ତେବେ ଅନ୍ୟାନ୍ୟ କାରଣରୁ ସେମାନଙ୍କ ମୃତ୍ୟୁ ଘଟିଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story