ରାଜ୍ୟରେ ପ୍ରଥମ ଥର ଦୈନିକ କରୋନା ସଂକ୍ରମଣ ୧୨ ହଜାର ଡେଇଁଲା, ସୁନ୍ଦରଗଡ଼ରେ ୨ ହଜାରୁ ଅଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ । କିଛି ଦିନ ତଳେ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଡେଇଁଥିବା ବେଳେ ଏବେ ଏହା ୧୨ ହଜାର ଅତିକ୍ରମ କରିଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ୧୨,୨୩୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୭୩ ଜଣ […]

Corona

Corona

Jitendra Garnayak
  • Published: Friday, 07 May 2021
  • Updated: 07 May 2021, 01:37 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ହୁ ହୁ ହୋଇ ବଢ଼ି ଚାଲିଛି କରୋନା ସଂକ୍ରମଣ । କିଛି ଦିନ ତଳେ ରାଜ୍ୟରେ ଦୈନିକ ସଂକ୍ରମଣ ୧୦ ହଜାର ଡେଇଁଥିବା ବେଳେ ଏବେ ଏହା ୧୨ ହଜାର ଅତିକ୍ରମ କରିଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨,୨୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ କରୋନାରେ ଆଉ ୧୯ ଜଣଙ୍କ ମୃତ୍ୟୁ ଘଟିଛି।

୧୨,୨୩୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ସୁନ୍ଦରଗଡ଼ ଜିଲ୍ଲାରୁ ୨୦୭୩ ଜଣ ଅଛନ୍ତି । ଏହା ସହିତ ପ୍ରଥମ ଥର ପାଇଁ କୌଣସି ଜିଲ୍ଲାରୁ ଦୈନିକ ସଂକ୍ରମଣ ୨ ହଜାର ବା ତା’ଠାରୁ ଅଧିକ ରହିଛି । ଏହା ତଳକୁ ରହିଛି ଖୋର୍ଦ୍ଧା ଜିଲ୍ଲା । ଏଠାରୁ ୧୮୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ ଜିଲ୍ଲାରୁ ୯୧୬ ଜଣ ଚିହ୍ନଟ ହୋଇଛନ୍ତି ।

କଳାହାଣ୍ଡି ଜିଲ୍ଲାରୁ ୫୮୦ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୫୪୪, ଅନୁଗୋଳ ଜିଲ୍ଲାରୁ ୪୮୦, ବାଲେଶ୍ୱରରୁ ୪୩୭, ବରଗଡ଼ରୁ ୪୭୫, ଭଦ୍ରକରୁ ୩୮୧,ଗଞ୍ଜାମରୁ ୩୧୨, ଯାଜପୁରରୁ ୩୧୮, ଝାରସୁଗୁଡ଼ାରୁ ୩୦୬ ଓ ପୁରୀରୁ ୩୬୯ ଜଣ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି ।

ବଲାଙ୍ଗିର ଜିଲ୍ଲାରୁ ୨୬୦ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୧୨୮, ଦେବଗଡ଼ରୁ ୬୦, ଢେଙ୍କାନାଳରୁ ୧୪୨, ଗଜପତିରୁ ୯୧, ଜଗତସିଂହପୁରରୁ ୧୬୮, କନ୍ଧମାଳରୁ ୬୯, କେନ୍ଦ୍ରାପଡ଼ାରୁ ୧୯୨, କେନ୍ଦୁଝରରୁ ୧୭୯, କୋରାପୁଟରୁ ୧୩୦, ମାଲକାନଗିରିରୁ ୬୦, ମୟୂରଭଞ୍ଜରୁ ୨୫୭, ନବରଙ୍ଗପୁରରୁ ୨୮୨, ନୟାଗଡ଼ରୁ ୧୯୪, ନୂଆପଡ଼ାରୁ ୨୯୦, ରାୟଗଡ଼ାରୁ ୨୦୧ ଓ ସୋନପୁରରୁ ୧୫୯ ଜଣ ଚିହ୍ନଟ ହୋଇଛନ୍ତି ।

୧୨,୨୩୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୪୦୦ରେ ପହଂଚି ଯାଇଛି। ସେମାନଙ୍କ ମଧ୍ୟରୁ ୪,୩,୨୫୭ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୮୬,୯୫୦ ଆକ୍ଟିଭ କେସ୍‌ ରହିଛି। ସେହିପରି ଆଉ ୧୯ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୧୪୦କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story