ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୩୫, କଟକରୁ ୨୨, ନୂଆପଡ଼ାରୁ ୧୪, ବଲାଙ୍ଗିରରୁ ୧୪, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, କେନ୍ଦ୍ରାପଡ଼ାରୁ ୪, ବାଲେଶ୍ୱର, ଢ଼େଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ; ଅନୁଗୋଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୬୦୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
https://twitter.com/HFWOdisha/status/1268866694891651072?s=20
ଆଜି ସୁଦ୍ଧା ରାଜ୍ୟରେ ୨୬୦୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮ ଜଣଙ୍କ ମୃତ୍ୟୁ ୧୬୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୦୪ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି।
https://twitter.com/HFWOdisha/status/1268866699312467968?s=20
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।