ସୁସ୍ଥ ହେଲେ ୧୨୩ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୩୫, କଟକରୁ ୨୨, ନୂଆପଡ଼ାରୁ ୧୪, ବଲାଙ୍ଗିରରୁ ୧୪, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, କେନ୍ଦ୍ରାପଡ଼ାରୁ ୪, ବାଲେଶ୍ୱର, ଢ଼େଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ; ଅନୁଗୋଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୬୦୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ […]

coronavirus-in-india

Manoranjan Sial
  • Published: Friday, 05 June 2020
  • , Updated: 05 June 2020, 05:21 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ଭିତରୁ ଗଞ୍ଜାମରୁ ୩୫, କଟକରୁ ୨୨, ନୂଆପଡ଼ାରୁ ୧୪, ବଲାଙ୍ଗିରରୁ ୧୪, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭, କୋରାପୁଟରୁ ୫, କେନ୍ଦ୍ରାପଡ଼ାରୁ ୪, ବାଲେଶ୍ୱର, ଢ଼େଙ୍କାନାଳ ଓ ନୟାଗଡ଼ରୁ ୩ ଜଣ ଲେଖାଏଁ; ଅନୁଗୋଳ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଅଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ୧୬୦୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

https://twitter.com/HFWOdisha/status/1268866694891651072?s=20

ଆଜି ସୁଦ୍ଧା ରାଜ୍ୟରେ ୨୬୦୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮ ଜଣଙ୍କ ମୃତ୍ୟୁ ୧୬୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୦୪ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

https://twitter.com/HFWOdisha/status/1268866699312467968?s=20

Related story