ରେକର୍ଡ ଭାଙ୍ଗିଲା ମହାମାରୀ, ରାଜ୍ୟରେ ୧୨,୩୯୦ ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରେ ୨ ହଜାର ପାର୍‌ କଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୁଣି ଥରେ ରାଜ୍ୟରେ ରେକର୍ଡ ଭାଙ୍ଗିଛି ମହାମାରୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୁଳରୁ ୫୩୨,ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୟୂରଭଞ୍ଜରୁ ୪୮୦ ପଜିଟିଭ ଚିହ୍ନଟ […]

Corona

Corona

Niharika Rout
  • Published: Friday, 14 May 2021
  • Updated: 14 May 2021, 12:17 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପୁଣି ଥରେ ରାଜ୍ୟରେ ରେକର୍ଡ ଭାଙ୍ଗିଛି ମହାମାରୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୁଳରୁ ୫୩୨,ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ମୟୂରଭଞ୍ଜରୁ ୪୮୦ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୪୬୯, ବଲାଙ୍ଗିରରୁ ୪୬୧, ଯାଜପୁରରୁ ୪୩୬, ଝାରସୁଗୁଡ଼ାରୁ ୪୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୧୦୪୦୧୬ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story