ବେହେରା ସାହି ପରେ କୁମ୍ଭାରସାହିକୁ ନେଇ ଚିନ୍ତାରେ ସିଏମ୍‌ସି!

କଟକ(ଓଡ଼ିଶା ରିପୋର୍ଟର): କଟକ ମହାନଗରରୁ ଆଜି ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୪ ସରକାରୀ କ୍ୱାରେଣ୍ଟାଇନ୍‌ରୁ, ୩୩ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଓ ୩୪ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ଟ୍ୱିଟ୍‌ କରିଛି। #COVID19 update in Cuttack city (CMC area) Out of the 247 new COVID-19 +ve cases reported today in #Cuttack district, 125 +ve cases belong to Cuttack city […]

cuttack-town

cuttack-town

Manoranjan Sial
  • Published: Tuesday, 25 August 2020
  • Updated: 25 August 2020, 07:27 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ମହାନଗରରୁ ଆଜି ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୪ ସରକାରୀ କ୍ୱାରେଣ୍ଟାଇନ୍‌ରୁ, ୩୩ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଓ ୩୪ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ କଟକ ମହାନଗର ନିଗମ(ସିଏମ୍‌ସି) ଟ୍ୱିଟ୍‌ କରିଛି।

https://twitter.com/CMCCuttack/status/1298215640415662082?s=20

କଟକ କୁମ୍ଭାରସାହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି SCB ମେଡିକାଲ ଆଇସୋଲେସନ ୱାର୍ଡରୁ ୧୬, ତେଲେଙ୍ଗାପେଣ୍ଠରୁ ୬, ଦରଘା ବଜାରରୁ ୫, ବକ୍ସିବଜାରରୁ ୪, ବାଲ୍ମିକୀ ନଗର ଓ ସିଡିଏ-୬ରୁ ୩ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହାଛଡ଼ା ଡଗରପଡ଼ାରୁ ୩, ଜଗତପୁର ଓ ମଠସାହିରୁ ୨ ଲେଖାଏଁ ଲୋକାଲ କେସ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ସିଏମ୍‌ସି ଅଞ୍ଚଳରୁ ୩୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨୦୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୨୮ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos