ରାଜଧାନୀରୁ ୧୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୩ ‘କରୋନା’ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮ଜଣ ହୋମ୍‌ କ୍ୱାରେଣ୍ଟାଇନରୁ ଚିହ୍ନଟ ଥିବା ବେଳେ ୫ଜଣ ଲୋକାଲ କେସ୍ ବୋଲି ଜଣାଯାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। Update on newly detected & cured #COVID19 cases in the last 24 hrs under the BMC area on 2nd July 2020(till 9am). Further […]

coronavacB0000000000

coronavacB0000000000

Tapaswini Nayak
  • Published: Thursday, 02 July 2020
  • Updated: 02 July 2020, 02:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୧୩ ‘କରୋନା’ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୮ଜଣ ହୋମ୍‌ କ୍ୱାରେଣ୍ଟାଇନରୁ ଚିହ୍ନଟ ଥିବା ବେଳେ ୫ଜଣ ଲୋକାଲ କେସ୍ ବୋଲି ଜଣାଯାଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ ପୁରୁଷ ଥିବା ବେଳେ ଦୁଇ ଜଣ ମହିଳା ଅଛନ୍ତି। ଟଙ୍କପାଣି ରୋଡ ଅଞ୍ଚଳରୁ ୫ ଜଣ ହୋମ୍ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ନୂଆଗାଁ ଅଞ୍ଚଳରୁ ଦୁଇ ଜଣ, ୟୁନିଟ-୧ ଅଞ୍ଚଳରୁ ଜଣେ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ୫ ଲୋକାଲ କେସ ମଧ୍ୟରୁ ଜଣେ ଖଣ୍ଡଗିରି ଶରଧାପାଲି ବସ୍ତିରୁ ୨୧ ବର୍ଷୀୟ ଯୁବତୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଭୀମଟାଙ୍ଗି ଅଞ୍ଚଳରୁ ଜଣେ ଯୁବକ, ସାଲିଆସାହିର ଜଣେ ରେଲୱେ ଷ୍ଟାଫ୍ ଓ ନୀଳାଦ୍ରିବିହାରର ୫୭ ବର୍ଷୀୟ ବ୍ୟକ୍ତି ଓ ନୀଳଚକ୍ର ନଗରର ଜଣେ ଯୁବତୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ୩୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ଡୋଇଥିବା ସେମାନଙ୍କ ମଧ୍ୟରୁ ୨୦୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ମାନେ ବିଭିନ୍ନ କୋଭିଡ ହସପିଟାଲରେ ଚିକିତ୍ସାଧୀନ ଅଛନ୍ତି। କରୋନାରେ ଚାରି ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story