Advertisment

ଭୁବନେଶ୍ୱରରେ ୧୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩  ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬ଟି କେସ୍‌ ଲୋକାଲ୍ ବୋଲି ଜଣାପଡ଼ିଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ଓ ସାଲିଆସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି। ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ […]

କରୋନା କବଳରେ ବର୍ଷକର ଶିଶୁ

corona-Odisha

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩  ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୬ଟି କେସ୍‌ ଲୋକାଲ୍ ବୋଲି ଜଣାପଡ଼ିଛି।

Advertisment

ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମା ଓ ସାଲିଆସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି। ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୮୧କୁ ଛୁଇଁଛି। ୮୧ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨୭  ଜଣ ଚିକିତ୍ସାଧୀନ ଅଛନ୍ତି।

Advertisment

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪୮୧ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe