ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାଧାରଣ ନିର୍ବାଚନ ପରେ ରାଜ୍ୟ ସରକାର ପ୍ରଥମଥର ପାଇଁ ଜିଲ୍ଲା ଏସପି ସ୍ତରରେ ମଧ୍ୟ ବଡ଼ଧରଣର ଅଦଳବଦଳ କରିଛନ୍ତି। ପୁଲିସ ଡିଜି ବିକେ ଶର୍ମା ମଧ୍ୟ ନିଜ ଟିମ୍ ଗଢ଼ିଛନ୍ତି। ୧୩ଟି ଜିଲ୍ଲାରେ ନୂଆ ଏସପିଙ୍କୁ ନିଯୁକ୍ତି ମିଳିଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।
ପରମାର ସ୍ମିତ ପୁରୁଷୋତ୍ତମ ଦାସ-ମୟୂରଭଞ୍ଜ
ମୁକେଶ କୁମାର ଭାମୋ -କୋରାପୁଟ
ଭିନିତ୍ ଅଗ୍ରୱାଲ- ନୂଆପଡ଼ା(ଇନଚାର୍ଜ)
କନୱର ବିଶାଲ ସିଂହ- ସମ୍ବଲପୁର
ଖିଲାର ରିଷିକେଶ ଦ୍ୟାନଦେଓ- ମାଲକାନଗିରି(ଇନଚାର୍ଜ)
ପଦ୍ମିନୀ ସାହୁ- ବରଗଡ଼
ଅଜୟ ପ୍ରତାପ ସ୍ୱାଇଁ- ଖୋର୍ଦ୍ଧା (ଇନଚାର୍ଜ, ସେପ୍ଟେମ୍ବର ୧ରୁ)
ଆର.ପ୍ରକାଶ- ଜଗତସିଂହପୁର
ୱାଇ ରଘୁନାଥ ରାଓ- ବୌଦ୍ଧ (ଇନଚାର୍ଜ)
ଜଗମୋହନ ମୀନା- ଅନୁଗୋଳ
କେ.ଶିବା ସୁବ୍ରମଣି- ରାଉରକେଲା
ମିତ୍ରଭାନୁ ମହାପାତ୍ର- କେନ୍ଦୁଝର
ମାଧକର ସନ୍ଦିପ ସମ୍ପତ- ବଲାଙ୍ଗୀର
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାରକୁ ପିଟିଲା ହାଇୱା, ୨ ବିଜେପି କର୍ମୀଙ୍କ ମୃତ୍ୟୁ
ଦେବେନ୍ଦ୍ର ଓ ମୁରଲୀଧର କୌଣସି କାମରେ ଭୁବନେଶ୍ୱର ଯାଇଥିଲେ। ସେମାନେ ଟ୍ରେନ୍ ଯୋଗେ ସମ୍ବଲପୁର ଫେରିଥିଲେ। ସେଠାରୁ ଗାଁକୁ ଫେରିବା ପାଇଁ ସେମାନେ କାର ମଗାଇଥିଲେ।
Miscellaneous
ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍
ଡ୍ରୋନଟି ଦୋଳମଣ୍ଡପ ସାହିରୁ ଆସି ପ୍ରଥମେ ମନ୍ଦିର ଚାରିପାଖ ଏବଂ ପରେ ମେଘନାଦ ପାଚେରୀ ବୁଲିଥିଲା।
Miscellaneous
୨ ହଜାର ନୂଆ ଟ୍ରାଫିକ ପୁଲିସ ପଦବୀ ସୃଷ୍ଟିକୁ ମଞ୍ଜୁରୀ, ଚଳିତବର୍ଷ ପୂରଣ ହେବ ୫୦୦ ପଦବୀ
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଜି ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉଦଯାପନ କାର୍ଯ୍ୟକ୍ରମରେ ଯୋଗ ଦେଇ ସଡ଼କ ସୁରକ୍ଷାକୁ ଜନ ଅଭିଯାନରେ ପରିଣତ କରିବା ନିମନ୍ତେ ଆହ୍ୱାନ କରିଛନ୍ତି ।
Events & Festivals
ଉତ୍କର୍ଷ ଓଡ଼ିଶା କନକ୍ଲେଭ: ୪ଦିନ ଧରି ଚାଲିବ କାର୍ଯ୍ୟକ୍ରମ, ୨୮ରେ ଆସିବେ ପ୍ରଧାନମନ୍ତ୍ରୀ
‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରସ୍ତୁତି ସମ୍ପର୍କରେ ଶିଳ୍ପ ବିଭାଗ ପକ୍ଷରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଏକ ବିସ୍ତୃତ କାର୍ଯ୍ୟସୂଚୀ ଉପସ୍ଥାପନ କରାଯାଇଛି ।
Crime
ସଫେଇ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ
ବାବୁଲି କାକ ରାଣିବଗିଚା ବାଇପାସ୍ ନିକଟରେ ସଫେଇ କାମର ତଦାରଖ କରିବା ପାଇଁ ଯାଇଥିଲେ। କାମ ତଦାରଖ କରିବା ପରେ ସେଠାରେ ସେ ଠିଆ ହୋଇଥିଲେ। ଠିକ୍ ସେତିକି ବେଳେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା।