୧୩ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି: ରଘୁରାମ ଆୟର ହେଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି । ରାଜ୍ୟ ନିର୍ବାଚନ କମିଶନରେ ସ୍ୱତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍ ରଘୁରାମ ଆର ଆୟରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଳ ବଦଳି କରାଯାଇଛି । ତାଙ୍କୁ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ମିଳିଛି । ଶ୍ରୀ ଆୟରଙ୍କ ସମେତ ମୋଟ ୧୩ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି […]

loka-seba-bhavan

loka-seba-bhavan

Ordigital Desk
  • Published: Tuesday, 24 May 2022
  • Updated: 24 May 2022, 07:40 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି । ରାଜ୍ୟ ନିର୍ବାଚନ କମିଶନରେ ସ୍ୱତନ୍ତ୍ର ସଚିବ ଥିବା ବରିଷ୍ଠ ଓଏଏସ୍ ରଘୁରାମ ଆର ଆୟରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଳ ବଦଳି କରାଯାଇଛି । ତାଙ୍କୁ ଏସସିଇଆରଟି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ମିଳିଛି । ଶ୍ରୀ ଆୟରଙ୍କ ସମେତ ମୋଟ ୧୩ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଏମକେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ରେଜିଷ୍ଟ୍ରାର ଓଏଏସ୍ ସୁଦାମ ଚରଣ ମଣ୍ଡଳଙ୍କୁ ଶିଳ୍ପ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ(କେଭିଆଇ) ଭାବେ ବଦଳି ହୋଇଛି । ସେହିପରି ପାରାଦୀପ ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୌରିନ୍ଦ୍ର କୁମାର ରାଉତରାୟଙ୍କୁ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ପାରାଦୀପର ଅତିରିକ୍ତ ଜିଲ୍ଲାପାଳ କାହ୍ନୁ ଚରଣ ଧୀରଙ୍କୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପାରାଦୀପ ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବାକୁ କୁହାଯାଇଛି ।

ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ଖଣି ଓ ଇସ୍ପାତ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁଙ୍କୁ ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ହିନ୍ଦୋଳ ଉପଜିଲ୍ଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଢେଙ୍କାନାଳ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ ପୂଜା ମିଶ୍ରଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗର ଯୁଗ୍ମ ସଚିବ, ନରେଶ ଚନ୍ଦ୍ର ଶବରଙ୍କୁ ଫୁଲବାଣୀ ଆଇଟିଡିଏ ପ୍ରକଳ୍ପ ଅଧିକାରୀ, ଶିବାନନ୍ଦ ସ୍ୱାଇଁଙ୍କୁ ହିନ୍ଦୋଳ ଉପଜିଳ୍ଲାପାଳ, ବରଣ୍ୟେନ୍ଦୁ ମହାନ୍ତିଙ୍କୁ ଇଡକୋ ଲ୍ୟାଣ୍ଡ ଅଫିସର, ବୀରେନ୍ଦ୍ର କୁମାର ଦାସଙ୍କୁ ଛେଳିଆଗଡ଼ ଜଳସେଚନ ପ୍ରକଳ୍ପର ସ୍ୱତନ୍ତ୍ର ଭୂଅଧିଗ୍ରହଣ ଅଫିସର ଓ ପ୍ରିୟବ୍ରତ ପାଢ଼ୀଙ୍କୁ ଭୁବନେଶ୍ୱର ମହାନଗର ନିଗମର ଡେପୁଟି କମିଶନର ଭାବେ ବଦଳି କରାଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story