ତାତିରୁ ତ୍ରାହି ନାହିଁ: ଭୁବନେଶ୍ୱର ସମେତ ୧୩ଟି ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ତ୍ରାହି ନାହିଁ। ଆଜି ରାଜ୍ୟର ୧୩ଟି ସହର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି। ୪୫ ଡିଗ୍ରୀ ସହ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ରହିଛି। ତା’ ପଛକୁ ରହିଛି ହୀରାକୁଦ। ଏଠାରେ ତାପମାତ୍ରା ୪୪.୪ ଡିଗ୍ରୀ ରହିଛି। ସେହିପରି ଝାରସୁଗୁଡ଼ାରେ ୪୪.୨ ଡିଗ୍ରୀ, ସୋନପୁରରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୪ ଡିଗ୍ରୀ, ତାଳଚେରରେ ୪୨.୫ ଡିଗ୍ରୀ, ବଲାଙ୍ଗିରରେ ୪୧.୮ ଡିଗ୍ରୀ, ଅନୁଗୋଳରେ ୪୧.୭ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧ ଡିଗ୍ରୀ, ଭବାନୀପାଟଣାରେ ୪୦.୬ ଡିଗ୍ରୀ, […]

heatwave

heatwave

Manoranjan Sial
  • Published: Tuesday, 11 June 2019
  • Updated: 11 June 2019, 07:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତାତିରୁ ତ୍ରାହି ନାହିଁ। ଆଜି ରାଜ୍ୟର ୧୩ଟି ସହର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଛି।

୪୫ ଡିଗ୍ରୀ ସହ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ରହିଛି। ତା’ ପଛକୁ ରହିଛି ହୀରାକୁଦ। ଏଠାରେ ତାପମାତ୍ରା ୪୪.୪ ଡିଗ୍ରୀ ରହିଛି। ସେହିପରି ଝାରସୁଗୁଡ଼ାରେ ୪୪.୨ ଡିଗ୍ରୀ, ସୋନପୁରରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୪ ଡିଗ୍ରୀ, ତାଳଚେରରେ ୪୨.୫ ଡିଗ୍ରୀ, ବଲାଙ୍ଗିରରେ ୪୧.୮ ଡିଗ୍ରୀ, ଅନୁଗୋଳରେ ୪୧.୭ ଡିଗ୍ରୀ, ସୁନ୍ଦରଗଡ଼ରେ ୪୧ ଡିଗ୍ରୀ, ଭବାନୀପାଟଣାରେ ୪୦.୬ ଡିଗ୍ରୀ, ଭୁବନେଶ୍ୱରରେ ୪୦.୩ ଡିଗ୍ରୀ, ମାଲକାନଗିରିରେ ୪୦.୨ ଡିଗ୍ରୀ ଓ ଚାନ୍ଦବାଲିର ତାପମାତ୍ରା ୪୦ ଡିଗ୍ରୀ ରହିଛି।

ଗୁଳୁଗୁଳି ଯୋଗୁ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଦିନ ୧୧ଟା ବେଳକୁ ରାସ୍ତାଘାଟ ଶୂନ୍‌ଶାନ୍‌ ହୋଇଯାଉଛି। ଲୋକେ ଘରୁ ବାହାରିବା ନିରାପଦ ମଣୁ ନାହାନ୍ତି।

ଅନ୍ୟପକ୍ଷରେ ଜୁନ୍‌ ୮ ତାରିଖରେ କେରଳ ଛୁଇଁଥିବା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେବେ ଓଡ଼ିଶା ଛୁଇଁବ, ତା’କୁ ନେଇ କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଏହି ଅପେକ୍ଷାର ଅନ୍ତ ଖୁବ୍‌ଶୀଘ୍ର ଶେଷ ହେବାକୁ ଯାଉଛି। କାରଣ ଜୁନ୍‌ ୧୬ ସୁଦ୍ଧା ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା ଓ ଅନୁସନ୍ଧାନର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏହା ପରେ ରାଜ୍ୟର ତାପମାତ୍ରା କମିବ ବୋଲି କେନ୍ଦ୍ର ଆକଳନ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story