ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲାରେ ଗତକାଲି ୫ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି। ଯାଜପୁର ବ୍ଲକର ପଣସା, ବାସୁଦେବପୁର, ଜହାନପୁର ପଞ୍ଚାୟତର ୬ଟି ଗାଁରେ ଲଗାଯାଇଛି କଟକଣା।ସେହିପରି କୋରେଇ ବ୍ଳକ ମୁକୁନ୍ଦପୁର ପଞ୍ଚାୟତର କଣ୍ଟେନମେଣ୍ଟ ଜୋନରେ ମଧ୍ୟ ୩ଟି ଗାଁ ରହିଛି।
ଦଶରଥପୁର ବ୍ଲକର ବିରଜାପୁର, ତଲିହା, ବିହାରୀ ପଞ୍ଚାୟତର ୪ଟି ଗାଁରେ ମଧ୍ୟ କଟକଣା କରାଯାଇଛି।ଏହିଭଳି ମୋଟ ୭ଟି ପଞ୍ଚାୟତର ୧୩ଟି ଗାଁକୁ ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି।
ଗତକାଲି ଯାଜପୁର ଜିଲ୍ଲାରୁ ନୂଆ ୫ କରୋନା ପଜିଟିଭି ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ଯାଜପୁର ବ୍ଲକର ୩ ଜଣ, କୋରେଇ ବ୍ଲକରୁ ଜଣେ ଓ ଦଶରଥପୁରରୁ ଜଣେ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...