୨୧ ଜିଲ୍ଲାରୁ ଚିହ୍ନଟ ହେଲେ ୧୩୦ ଆକ୍ରାନ୍ତ, କଟକରେ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୧ ଜିଲ୍ଲାରୁ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ନୂଆ ଚିହ୍ନଟ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ ୬ଟି ଲୋକାଲ୍ କେସ୍ ବୋଲି ଜଣାଯାଇଛି। ଏ ସମ୍ପର୍କରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।   New recoveries: 65 Cumulative tested: 169010 Positive: 2608 Recovered: 1481 Active […]

coronavirus-in-asia

coronavirus-in-asia

Niharika Rout
  • Published: Friday, 05 June 2020
  • Updated: 05 June 2020, 11:15 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୨୧ ଜିଲ୍ଲାରୁ ୧୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଛି। ନୂଆ ଚିହ୍ନଟ ୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ ୬ଟି ଲୋକାଲ୍ କେସ୍ ବୋଲି ଜଣାଯାଇଛି। ଏ ସମ୍ପର୍କରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ଏ ଯାଏ ସମୁଦାୟ ୧,୬୯, ୦୧୦ ଜଣଙ୍କ ସ୍ୱାବ ଟେଷ୍ଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୬୦୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।   ଏବେ ସମୁଦାୟ ୧୧୧୭ ଆକ୍ଟିଭ କେସ୍‌  ଥିବା ବେଳେ ସୁସ୍ଥ ହୋଇ ୧୪୮୧ ଜଣ ଘରକୁ  ଫେରିଛନ୍ତି।   କରୋନାରେ ଆକ୍ରାନ୍ତଙ୍କ ହୋଇ ରାଜ୍ୟରେ ସମୁଦାୟ ୮ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ଏହାବ୍ୟତୀତ ଆଉ ୨ ଜଣଙ୍କ ମୃତ୍ୟୁ  କରୋନାଜନିତ ନୁହେଁ ବୋଲି ଜଣାଯାଇଛି।

୧୩୦ ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ୨୩, ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୨୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏହାବ୍ୟତୀତ ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତିରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୬; ବରଗଡ଼ ଓ ଭଦ୍ରକରୁ ୪ ଜଣ ଲେଖାଏଁ ଚିହ୍ନଟ ପଜିଟିଭ ଚିହ୍ନଟ ହୋଇଛନ୍ତି।

ବଲାଙ୍ଗିର, କନ୍ଧମାଳ, ଯାଜପୁର ଓ କଳାହାଣ୍ଡିରୁ ୩ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର ଓ ଢେଙ୍କାନାଳରୁ ୨  ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ପୁରୀ, ରାୟଗଡ଼ା, ଜଗତସିଂହପୁର, ଅନୁଗୁଳ, ସୋନପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story