୨ ଦିନ ହେଲା ୧୩ଶହ ଉପରେ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ଗତ ୨ ଦିନ ହେଲାଣି ୧୩ଶହ ଉପରେ ରହୁଛି ପଜିଟିଭ ସଂଖ୍ୟା। ଗତ ୨୪ ଘଣ୍ଟାରେ  ୧୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତକାଲି ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ୧୩୧୫ ଥିଲା। ସୂଚନା ଓ ପ୍ରସାରଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ୧୩୪୨ ପଜିଟିଭ ମଧ୍ୟରୁ ୭୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୬୭ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ […]

coronavirus

coronavirus

Niharika Rout
  • Published: Thursday, 05 August 2021
  • Updated: 05 August 2021, 10:50 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ  ଗତ ୨ ଦିନ ହେଲାଣି ୧୩ଶହ ଉପରେ ରହୁଛି ପଜିଟିଭ ସଂଖ୍ୟା। ଗତ ୨୪ ଘଣ୍ଟାରେ  ୧୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତକାଲି ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ୧୩୧୫ ଥିଲା।

ସୂଚନା ଓ ପ୍ରସାରଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ,  ୧୩୪୨ ପଜିଟିଭ ମଧ୍ୟରୁ ୭୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୬୭ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୨୩୬ କୁ ବୃଦ୍ଧି ପାଇଛି।

୧୩୪୨ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୪, ଜଗତସିଂହପୁରରୁ ୭୮, ଯାଜପୁରରୁ ୬୬ , ପୁରୀରୁ ୫୫,  ବାଲେଶ୍ୱରରୁ ୫୯, କେନ୍ଦ୍ରାପଡ଼ାରୁ ୪୩, ମୟୂରଭଞ୍ଜରୁ ୪୧, ଭଦ୍ରକରୁ ୪୦, ଅନୁଗୋଳରୁ ୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦା ନୟାଗଡ଼ରୁ ୨୮,  କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୧୯, ରାୟଗଡ଼ାରୁ ୧୮, ସମ୍ବଲପୁରରୁ ୧୮, ସୁନ୍ଦରଗଡ଼ରୁ ୧୩,   କୋରାପୁଟରୁ ୧୧,  ଗଞ୍ଜାମରୁ ୯,   ବରଗଡ଼ରୁ ୮, କନ୍ଧମାଳରୁ ୫, ଗଜପତି, ସୋନପୁରରୁ ୪ ଲେଖାଏ ,  ମାଲକାନଗିରିରୁ ୭,  ,  ବଲାଙ୍ଗିର,  ନୂଆପଡ଼ା, ଦେବଗଡ଼, ଝାରସୁଗୁଡ଼ାରୁ ୩ ଜଣ ଲେଖାଏ,  ନବରଙ୍ଗପୁରରୁ ୨ ଷ୍ଟେଟ ପୁଲ୍‌ରୁ ୧୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିବା ୬୮ ମୃତକଙ୍କ ମଧ୍ୟରୁ  ଖୋର୍ଦ୍ଧାରୁ ୧୩ ଆକ୍ରାନ୍ତ ଆଖି ବୁଜିଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ରୁ ୧୨ ଜଣ ଲେଖାଏ,   କଟକରୁ ୧୧, କେନ୍ଦ୍ରାପଡ଼ାରୁ ୪ ବରଗଡ଼ରୁ ୩, ଢେଙ୍କାନାଳ, ବାଲେଶ୍ୱରରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାଦ   ଭଦ୍ରକ, ବଲାଙ୍ଗିର, କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ, ନବରଙ୍ଗପୁର, ସମ୍ବଲପୁର, ନୟାଗଡ଼, ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story