ଚିହ୍ନଟ ହେଲେ ୧୩୬ କରୋନା ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୩୩୮୬

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚି ଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଲୋକାଲ କେସ୍‌। ରାଜ୍ୟରେ ମୋଟ ୩୩୮୬ଙ୍କ ମଧ୍ୟରୁ ୨୨୮୨ ଜଣ […]

corona-9

corona-9

Niharika Rout
  • Published: Thursday, 11 June 2020
  • Updated: 11 June 2020, 11:14 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚି ଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଲୋକାଲ କେସ୍‌।

ରାଜ୍ୟରେ ମୋଟ ୩୩୮୬ଙ୍କ ମଧ୍ୟରୁ ୨୨୮୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୦୯୨  ଜଣ ଚିକିତ୍ସାଧୀନ ଅଛନ୍ତି। ୯ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲେ ସୁଦ୍ଧା କରୋନା ଏହାର କାରଣ ନୁହେଁ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୧୭, ଢେଙ୍କାନାଳରୁ ୩, କଟକରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨, ଗଜପତିରୁ ୭, କନ୍ଧମାଳରୁ ୧୫, କଳାହାଣ୍ଡିରୁ ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯, ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ୍ରାଫ, ଏନଡିଆରଏଫ, ଓ ଅଗ୍ନିଶମ ବିଭାଗର ୫୪ ପଜିଟିଭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story