ରାଜ୍ୟରେ ୧୩୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ପୁଣି ୩୦୦ ଉପରେ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୭୧ଟି ହେଉଛି ସ୍ଥାନୀୟ କେସ୍‌। ଗତକାଲି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଆଜି ବି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ […]

corona

corona

Jitendra Garnayak
  • Published: Sunday, 11 April 2021
  • Updated: 11 April 2021, 12:36 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୩୭୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୦୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୭୧ଟି ହେଉଛି ସ୍ଥାନୀୟ କେସ୍‌।

ଗତକାଲି ଭଳି ସୁନ୍ଦରଗଡ଼ ଜିଲ୍ଲାରେ ଆଜି ବି ସର୍ବାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରୁ ଗତ ୨୪ ଘଣ୍ଟାରେ ୩୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ୧୫୮ ଜଣ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୯୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୨୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୬୮, ଭଦ୍ରକରୁ ୩୬, ବଲାଙ୍ଗିରରୁ ୫୪, ବୌଦ୍ଧରୁ ଜଣେ, କଟକରୁ ୫୬, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪, ଗଜପତିରୁ ୩, ଗଞ୍ଜାମରୁ ୩୧, ଜଗତସିଂହପୁରରୁ ୬, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୪୨, କଳାହାଣ୍ଡିରୁ ୩୦, କନ୍ଧମାଳରୁ ୧୦, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୩୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୧୮, ପୁରୀରୁ ୪୩, ରାୟଗଡ଼ାରୁ ୨୫, ସମ୍ବଲପୁରରୁ ୮୬ ଓ ସୋନପୁର ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୩୫ ଜଣ ଚିହ୍ନଟ ହୋଇଛନ୍ତି।

୧୩୭୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯,୫୬୧ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୩୯,୬୦୩ ଜଣ ସୁସ୍ଥ ହୋଇସାରିଛନ୍ତି। ୭୯୭୯ ଜଣ ଚିକିତ୍ସାଧୀନ ରହିଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ୧୯୨୬ରେ ପହଞ୍ଚିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story