ବନ୍ୟା-ବର୍ଷାରେ ୧୪୨୩୫ ବାସଗୃହ କ୍ଷତିଗ୍ରସ୍ତ, ଏପର୍ଯ୍ୟନ୍ତ ମିଳିନି ସହାୟତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତମାସରେ ପ୍ରଳୟଙ୍କରୀ ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ୧୪୨୩୫ଟି ବାସଗୃହ ନଷ୍ଟ ହୋଇଛି, ମାତ୍ର ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ମିଳିପାରିନି । ମିଳିଥିବା ସୂଚନା ଅନୁସାରେ, ବନ୍ୟା ଓ ପ୍ରବଳ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି । ସେହି […]

flood

flood

Ordigital Desk
  • Published: Wednesday, 07 September 2022
  • Updated: 07 September 2022, 08:30 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତମାସରେ ପ୍ରଳୟଙ୍କରୀ ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ ୧୪୨୩୫ଟି ବାସଗୃହ ନଷ୍ଟ ହୋଇଛି, ମାତ୍ର ମଧ୍ୟ ଏପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାରୀ ସହାୟତା ମିଳିପାରିନି ।

ମିଳିଥିବା ସୂଚନା ଅନୁସାରେ, ବନ୍ୟା ଓ ପ୍ରବଳ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗମାନଙ୍କୁ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ବର୍ଷା ଓ ବନ୍ୟାରେ ୨୪ଟି ଜିଲ୍ଲା କ୍ଷତିଗ୍ରସ୍ତ ହୋଇଛି । ସେହି ଜିଲ୍ଲାର ଜିଲ୍ଲାପାଳମାନଙ୍କଠାରୁ ମିଳିଥିବା କ୍ଷୟକ୍ଷତି ଆକଳନ ତଥ୍ୟ ଅନୁଯାୟୀ ୧୪,୨୩୫ଟି ବାସଗୃହ, ୧୨୩୬ଟି ଗାଈ ଗୁହାଳ କ୍ଷତିଗ୍ରସ୍ତ ହୋଇଅଛି । ସେହିପରି ୧,୨୬,୧୬୨ ହେକ୍ଟର ଚାଷ ଜମିରେ ୩୩%ରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଥିବାବେଳେ ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ଟି ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛ ଜାଆଁଳ ଚାଷ ନଷ୍ଟ ହୋଇଛି । ସେହିପରି ଜଳବନ୍ଦୀ ଯୋଗୁ ପ୍ରଭାବିତ ଲୋକମାନଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳମାନଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମଞ୍ଜୁର କରାଯାଇଛି ।

ଜିଲ୍ଲାପାଳମାନଙ୍କର କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷିଭତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଆଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ .୫୮ କୋଟି ଟଙ୍କା ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି । ରାଜ୍ୟର ୨୪ଟି ଜିଲ୍ଲା ଯଥା- ଅନୁଗୁଳ, ବରଗଡ଼, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୁରଭଞ୍ଜ, ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ,କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ସୁନ୍ଦରଗଡ଼ ପ୍ରଭାବିତ ହୋଇଛି ।

ସେହିପରି ବନ୍ୟା ଓ ବର୍ଷାଜନିତ କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସଂପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା, ପୂର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଥିବାବେଳେ ରାଜ୍ୟ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଏସବୁର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସଂପଦ ବିଭାଗକୁ ୪୩୫୩.୯୨ ଲକ୍ଷ ଟଙ୍କା, ପୂର୍ତ୍ତ ବିଭାଗ ୧୩୬୭.୨୫ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୨୪୧୪.୩୭ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୮୨.୪୬ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୪୯୭.୫୧ ଲକ୍ଷ ଟଙ୍କା ତଥା ବିଭାଗଗଗୁଡ଼ିକୁ ମୋଟ ୮୭.୧୫ କୋଟି ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଅଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story