ରାଉରକେଲାରେ ଜାରି ହେଲା ୧୪୪ ଧାରା

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲା ଷ୍ଟେସନ ଅଞ୍ଚଳ, ମଧୁସୂଦନ ମାର୍ଗ , ନୂଆ ବସ ଷ୍ଟାଣ୍ଡ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି । ରାଉରକେଲା ଏଡିଏମ୍‌ଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦିନ ୧୨ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ । ଆନ୍ଧ୍ରପ୍ରଦେଶରୁ ଏକ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ ଆଜି ରାଉରକେଲାକୁ ୩୦୦ ଶ୍ରମିକ ନେଇ ଆସୁଥିବାରୁ ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଅଞ୍ଚଳର ସମସ୍ତ ଦୋକାନ ବଜ଼ାର ବନ୍ଦ […]

rkl-1--1

rkl-1--1

Niharika Rout
  • Published: Thursday, 21 May 2020
  • Updated: 21 May 2020, 02:05 PM IST

Sports

Latest News

ରାଉରକେଲା(ଓଡ଼ିଶା ରିପୋର୍ଟର): ରାଉରକେଲା ଷ୍ଟେସନ ଅଞ୍ଚଳ, ମଧୁସୂଦନ ମାର୍ଗ , ନୂଆ ବସ ଷ୍ଟାଣ୍ଡ ଅଞ୍ଚଳରେ ୧୪୪ ଧାରା ଜାରି କରାଯାଇଛି । ରାଉରକେଲା ଏଡିଏମ୍‌ଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ଦିନ ୧୨ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଏହି ଧାରା ବଳବତ୍ତର ରହିବ ।

ଆନ୍ଧ୍ରପ୍ରଦେଶରୁ ଏକ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ ଆଜି ରାଉରକେଲାକୁ ୩୦୦ ଶ୍ରମିକ ନେଇ ଆସୁଥିବାରୁ ଏହି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଅଞ୍ଚଳର ସମସ୍ତ ଦୋକାନ ବଜ଼ାର ବନ୍ଦ ରହିବ। ଶ୍ରମିକମାନେ ଆସିବା ପରେ ସେମାନଙ୍କୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ରଖାଯାଇ ସ୍କ୍ରିନିଂ କରାଗଲା ପରେ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story