ପାରଳାଖେମୁଣ୍ଡି(ଆଦର୍ଶ ଦାସ): ପୁରୀ ବ୍ୟତୀତ ଆଉ କେଉଁଠାରେ ରଥଯାତ୍ରା ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ଗଜପତି ଜିଲ୍ଲାର ସବୁ ଜଗନ୍ନାଥ ମନ୍ଦିରରେ ୧୪୪ ଧାରା ଲାଗୁ କରାଯାଇଛି। ଜିଲ୍ଲାପାଳ ଅନୁପମ ସାହା ଗତକାଲି ରାତି ପ୍ରାୟ ୧୧ଟା ବେଳେ ଏହି ଘୋଷଣା କରିଛନ୍ତି।
ଶ୍ରଦ୍ଧାଳୁମାନଙ୍କୁ ମନ୍ଦିର ନିକଟକୁ ନଆସିବ ପାଇଁ ଏକ ଭିଡିଓ ମଧ୍ୟରେ ଗଜପତି ଜିଲ୍ଲାପାଳ ଅନୁପମ ସାହା ଅନୁରୋଧ କରିଛନ୍ତି।
ଅନ୍ୟପକ୍ଷରେ ଆଜି କେବଳ ପୁରୀରେ ଶ୍ରୀଜିଉଙ୍କ ରଥଯାତ୍ରା ଅନୁଷ୍ଠିତ ହେଉଛି। ତେବେ ସୁପ୍ରିମକୋର୍ଟଙ୍କ ସର୍ତ୍ତାବଳୀ ଅନୁସାରେ ବିନା ଶ୍ରଦ୍ଧାଳୁରେ କଟକଣାଯୁକ୍ତ ରଥଯାତ୍ରା ହେଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଗ୍ରିମେଣ୍ଟ କରୁନଥିବା ମିଲରଙ୍କୁ ନାଲି ଆଖି ଦେଖାଇଲେ ରାଜସ୍ୱମନ୍ତ୍ରୀ
ଆଜି ଦିନିକିଆ ନବରଙ୍ଗପୁର ଗସ୍ତରେ ଯାଇଥିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ ନବରଙ୍ଗପୁରରେ ପହଞ୍ଚିବା ପରେ ଜିଲ୍ଲା ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା। ଏହା ପରେ ଶ୍ରୀ ପୂଜାରୀ ମାଆ ଭଣ୍ଡାରଘରଣୀଙ୍କ ପୀଠକୁ ଯାଇ ପୂଜାର୍ଚ୍ଚନା କରିଥିଲେ।
Miscellaneous
୭ ଦିନ ହେଲା ମଣ୍ଡିରେ ପଡିଛି ଧାନ, ନେବାକୁ କେହି ଆସୁନାହାନ୍ତି
ରେଢାଖୋଲ ବ୍ଲକ୍ରେ ରହିଛି ବଡମାଲ ଧାନ ମଣ୍ଡି। ଏଠାରେ ଧାନ ବିକିବା ପାଇଁ ୨୭ ଜଣ ଚାଷୀ ଆଜିକୁ ୭ ଦିନ ତଳେ ପ୍ରାୟ ୩୧୦୦ କ୍ୱିଣ୍ଟାଲ୍ ଧାନ ଧରି ଆସିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଧାନ କିଣିବା ପାଇଁ ନିୟୋଜିତ ମିଲରଙ୍କ ଦେଖା ଦର୍ଶନନାହିଁ।
Miscellaneous
ପୁଲିସ୍ ଡ୍ରାଇଭର ନିଯୁକ୍ତିରେ ସର୍ବାଧିକ ବୟସସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଗତ ଅକ୍ଟୋବର ୭ ତାରିଖରେ ଓଡ଼ିଶା ପୁଲିସରେ ୪୦୫ଟି ଡ୍ରାଇଭର ପଦରେ ନିଯୁକ୍ତି ପାଇଁ ପୁଲିସ ସିଲେକ୍ସନ ବୋର୍ଡ଼ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।
Crime
ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ପେନସନ କାମ କରାଇ ଦେବାକୁ ଲାଞ୍ଚ ମାଗିଥିଲେ ସେକ୍ସନ ଅଫିସର।
Accident
ମଦ ନିଶାରେ ଘର ଭାବି ଶୋରିଷ ବାଡ଼ିରେ ଶୋଇଥିଲେ! ତା’ପରେ...
କାଞ୍ଜିପାଣି ଥାନା ଗୁପ୍ତଗଙ୍ଗା ଗାଁର ବାଣେଶ୍ୱର ଯୁଆଙ୍ଗ ସୋମବାର ମଧ୍ୟାହ୍ନରେ ସାଙ୍ଗମାନଙ୍କ ସହିତ ମହାକୁଡ଼ ସାହିକୁ ଯାଇଥିଲେ। ସେଠାରେ ସମସ୍ତେ ମଦ ପିଇଥିବା ଅଭିଯୋଗ ହୋଇଥିଲା। ମଦ ପିଇବା ପରେ ସାଙ୍ଗମାନେ ନିଜ ନିଜ ରାସ୍ତାରେ ପଳାଇଗଲେ।