ରାଷ୍ଟ୍ରପତି ନିର୍ବାଚନ: ଓଡ଼ିଶାରେ ପଡ଼ିଲା ୧୪୫ଟି ଭୋଟ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟଗ୍ରହଣ ଶେଷ ହୋଇଛି । କେବଳ ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତେ ଭୋଟ୍ ଦେଇଛନ୍ତି । ଆଜି ଓଡ଼ିଶା ବିଧାନସଭା ପରିସରରେ ଥିବା ଭୋଟଗ୍ରହଣ କେନ୍ଦ୍ରରେ ମୋଟ ୧୪୫ଜଣ ବିଧାୟକ ଭୋଟ୍ ଦେଇଥିବାବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ସଂସଦ ଭବନରେ ଭୋଟ୍ ଦେଇଛନ୍ତି । ସୂଚନା ଅନୁସାରେ, ରାଷ୍ଟ୍ରପତି ନିର୍ବାଚନ […]

Naveen Patnaik

Naveen Patnaik

Ordigital Desk
  • Published: Monday, 18 July 2022
  • Updated: 18 July 2022, 08:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ଭୋଟଗ୍ରହଣ ଶେଷ ହୋଇଛି । କେବଳ ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ବାଦ୍ ଦେଲେ ଅନ୍ୟ ସମସ୍ତେ ଭୋଟ୍ ଦେଇଛନ୍ତି । ଆଜି ଓଡ଼ିଶା ବିଧାନସଭା ପରିସରରେ ଥିବା ଭୋଟଗ୍ରହଣ କେନ୍ଦ୍ରରେ ମୋଟ ୧୪୫ଜଣ ବିଧାୟକ ଭୋଟ୍ ଦେଇଥିବାବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ସଂସଦ ଭବନରେ ଭୋଟ୍ ଦେଇଛନ୍ତି ।

ସୂଚନା ଅନୁସାରେ, ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବ୍ୟାପକ ବନ୍ଦୋବସ୍ତ ହୋଇଥିଲା । ଆଜି ଅପରାହ୍ନ ୧ଟା ସୁଦ୍ଧା ୧୪୧ଜଣ ବିଧାୟକ ନିଜର ମତାଧିକାର ସାବ୍ୟସ୍ତ କରିଥିବାବେଳେ ୫ଟା ସୁଦ୍ଧା ଆଉ ୪ଜଣ ଭୋଟ୍ ଦେଇଥିଲେ । ବିଜେଡିର ୧୧୨ ଜଣ ବିଧାୟକ, ବିଜେପିର ୨୧ଜଣ ବିଧାୟକ, କଂଗ୍ରେସର ୯ଜଣ ବିଧାୟକ, ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ବିଜେଡିରୁ ବହିଷ୍କୃତ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲି ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ହୋଇଥିବା ଭୋଟଗ୍ରହଣ କେନ୍ଦ୍ରରେ ମତଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରକୋଷ୍ଠରେ ଭୋଟ୍ ଦେଇଥିବାବେଳେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ସଂସଦ ଭବନରେ ଭୋଟ୍ ଦେଇଛନ୍ତି । ଓଡ଼ିଶାରେ କଂଗ୍ରେସ ବିଧାୟକଙ୍କ ଭୋଟ୍ ୟୁପିଏ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ଯାଇଥିବାବେଳେ କେବଳ କଟକ ବାରବାଟୀର କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କ ଭୋଟ୍ ଏନଡିଏ ପ୍ରାର୍ଥୀଙ୍କ ସପକ୍ଷରେ ପଡ଼ିଛି । ବିଜେଡି, ବିଜେପି ଓ ଅନ୍ୟମାନଙ୍କ ଭୋଟ୍ ଏନଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କ ସପକ୍ଷରେ ଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story