୧୫,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଛି

  • Published: Monday, 19 June 2023
  • , Updated: 19 June 2023, 05:44 PM IST

ରାଜ୍ୟରେ ଅଘୋଷିତ ବିଦ୍ୟୁତ କାଟକୁ ନେଇ ଭୁବନେଶ୍ୱର ଗ୍ରୀଡକୋ ଅଫିସ ସମ୍ମୁଖରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ। ତେବେ ବିଦ୍ୟୁତ କାଟ ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିଧାୟକ ସନ୍ତୋଷ ସିଂ ସାଲୁଜା। କହିଲେ, ୧୫୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଛି। 

Related story