ଓଲଟି ପଡ଼ିଲା ବସ୍‌: ୧୫ ଆହତ

ବାସୁଦେବପୁର (କିରୀଟି ଦାସ): ଭଦ୍ରକ ଜିଲ୍ଲା ଇଚ୍ଛାପୁର-ବାସୁଦେବପୁର ରାସ୍ତାର ବେକମୁଡ଼ି ମେଲଣ ପଡ଼ିଆ ନିକଟରେ ଆଜି ଏକ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗେଲେଶ୍ୱର ନାମକ ଏହି ବସ୍‌ଟି ଭଦ୍ରକରୁ ବାସୁଦେବପୁର ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ସ୍ଥାନୀୟ […]

bus

bus

Rakesh Mallick
  • Published: Saturday, 21 July 2018
  • Updated: 21 July 2018, 11:59 AM IST

ବାସୁଦେବପୁର (କିରୀଟି ଦାସ): ଭଦ୍ରକ ଜିଲ୍ଲା ଇଚ୍ଛାପୁର-ବାସୁଦେବପୁର ରାସ୍ତାର ବେକମୁଡ଼ି ମେଲଣ ପଡ଼ିଆ ନିକଟରେ ଆଜି ଏକ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

bus1

ଗେଲେଶ୍ୱର ନାମକ ଏହି ବସ୍‌ଟି ଭଦ୍ରକରୁ ବାସୁଦେବପୁର ଯାଉଥିଲା। ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଗ୍ନିଶମ ବିଭାଗ କର୍ମଚାରୀମାନେ ବସ୍‌ ଭିତରୁ ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ବସ୍‌ ଡ୍ରାଇଭର୍‌ ଓ ହେଲ୍‌ପର୍‌ ଫେରାର ହୋଇଯାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story