ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): କରୋନା ବିପଦବେଳେ ନିଜ ଜୀବନକୁ ବାଜି ଲଗାଇ କାମ କରୁଥିବା ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ପୂର୍ବରୁ ସହାୟତା ରାଶି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲେ ଏହି ବିପଦ ସମୟରେ ସାମ୍ବାଦିକମାନେ ବୁଲି ବୁଲି ଲୋକଙ୍କୁ ଅପଡେଟ ଖବର ଦେଉଥିଲେ ହେଁ ସେମାନଙ୍କ ପାଇଁ କୌଣସି ସହାୟତା କିମ୍ବା ଅନୁକମ୍ପା ପ୍ରଦର୍ଶନ କାରାଯାଇ ନ ଥିଲା।
ହେଲେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟରତ ସାମ୍ବାଦିକଙ୍କ ପାଇଁ ସହାୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଯଦି କାର୍ଯ୍ୟରତ ସାମ୍ବାଦିକଙ୍କର କରୋନାରେ ମୃତ୍ୟୁ ଘଟେ ତେବେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମିଳିବ। ସାମ୍ବାଦିକଙ୍କ ପ୍ରତି ଅନୁକମ୍ପାନମୂଳକ ସହାୟତା ଘୋଷଣା କରି ଏକଥା କହିଛନ୍ତି ମୁଖ୍ୟମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।