ଭୋଗ ଖାଇ ୧୫ ଅସୁସ୍ଥ

ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ତଲିଗୁଡ଼ା ଗାଁରେ ଭୋଗ ଖାଇ ୧୫ ଜଣ ଅସୁସ୍ଥ ହୋଇଛନ୍ତି। ଗତକାଲି ଶନି ମେଳା ଭୋଗ ଖାଇବା ପରେ ଏମାନେ ଅସୁସ୍ଥ ହୋଇପଡ଼ିଥିଲେ। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।