ସୁବର୍ଣ୍ଣପୁର (ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅବକାରୀ ବିଭାଗ ଦୁଇଟି ପୃଥକ ପୃଥକ ସ୍ଥାନରେ ଚଢ଼ାଉ କରି ପ୍ରାୟ ଦେଢ଼ ଶହ ଲିଟର ଦେଶୀ ମଦ ଜବତ କରିବା ସହିତ ପ୍ରାୟ ୧୦ କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି।
ଉଲୁଣ୍ଡା ବ୍ଲକ୍ କୁଡ଼ାପଡ଼ା ଗ୍ରାମ୍ୟ ଜଙ୍ଗଲରେ ଚଢ଼ାଉ କରି ୧୦ କୁଇଣ୍ଟାଲ ମହୁଲ ପୋଚ ନଷ୍ଟ କରିଥିବା ବେଳେ ୫୦ ଲିଟର ଦେଶୀ ମଦ ଜବତ କରିଛି ଅବକାରୀ ବିଭାଗ।
ସେହିଭଳି ବ୍ରାହ୍ମଣୀପାଲି ରାସ୍ତାରେ ପାଟ୍ରୋଲିଂ କଲା ବେଳେ ଏକ ବାଇକ୍ରୁ ୨୦ ଲିଟର ଦେଶୀ ମଦ ଜବତ କରିଛି। ଅନ୍ୟପକ୍ଷରେ ଏହି ଗାଁର ଜଣଙ୍କ ଘରୁ ୮୦ ଲିଟର ଦେଶୀ ମଦ ଜବତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି; କିଛି ଗଲେ, କିଛି ଆସିଲେ
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।
Miscellaneous
ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେବେ ସିଦ୍ଧାନ୍ତ ଦାସ, ରହିବେ ଫୁଲଟାଇମ୍ ସିଇସି ଅଧ୍ୟକ୍ଷ
ରାଜ୍ୟ ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀଙ୍କୁ ଚିଠି ଲେଖି ଶ୍ରୀ ଦାସ ଓରେରା ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଇ ଅବଗତ କରାଇଛନ୍ତି ।
Politics
ଆସନ୍ତାକାଲିଠୁ ବିଧାନସଭା: ପୁଳାପୁଳା ପ୍ରସଙ୍ଗ, ରଣନୀତି ତୟାର କଲେ ଶାସକ-ବିରୋଧୀ
ବିଧାନସଭା ସଚିବାଳୟରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ୬ ଜଣ ଦିବଂଗତ ସଦସ୍ୟଙ୍କ ସମ୍ମାନରେ ଶୋକପ୍ରସ୍ତାବ ପାରିତ ହେବ। ଏହାପରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଚାଲିବ।
Accident
ଗାଡ଼ି ଚେକିଂ ବେଳେ ମାଡ଼ିଗଲା ଗ୍ୟାସ କଣ୍ଟେନର: ବାଇକ୍ ଆରୋହୀ ମୃତ, ପୁଲିସ୍ କର୍ମଚାରୀ ଗୁରୁତର
ଘଟଣାସ୍ଥଳରେ ପୁଲିସ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।