ଦିଲ୍ଲୀ ଗଲେ ୧୫୦ ପାଇକ ପରିବାରର ଦାୟାଦ
ଭୁବନେଶ୍ୱର: ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ଭୁବନେଶ୍ୱରରୁ ଦିଲ୍ଲୀ ଯାତ୍ରା କରିଛନ୍ତି ୧୫୦ ପାଇକ ପରିବାରର ଦାୟାଦ। ଏମାନେ ଆସନ୍ତା ୨୦ତାରିଖରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ହେବାକୁ ଥିବା ପାଇକ ବିଦ୍ରୋହକୁ ୨୦୦ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବେ। ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ। ଏମାନଙ୍କୁ ବିଦାୟ ଦେବା ପାଇଁ ଆଜି ରେଳ ଷ୍ଟେସନରେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଓ ପୃଥ୍ୱୀରାଜ ହରିଚନ୍ଦନ ପ୍ରମୁଖ […]
ଭୁବନେଶ୍ୱର: ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ଆଜି ଭୁବନେଶ୍ୱରରୁ ଦିଲ୍ଲୀ ଯାତ୍ରା କରିଛନ୍ତି ୧୫୦ ପାଇକ ପରିବାରର ଦାୟାଦ। ଏମାନେ ଆସନ୍ତା ୨୦ତାରିଖରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ହେବାକୁ ଥିବା ପାଇକ ବିଦ୍ରୋହକୁ ୨୦୦ ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବେ।
ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ। ଏମାନଙ୍କୁ ବିଦାୟ ଦେବା ପାଇଁ ଆଜି ରେଳ ଷ୍ଟେସନରେ ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ଓ ପୃଥ୍ୱୀରାଜ ହରିଚନ୍ଦନ ପ୍ରମୁଖ ଉପସ୍ଥିତ ଥିଲେ।