ରାୟଗଡ଼ା(ମନୋଜ ପାତ୍ର):ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲା ଏବେ କରୋନାର ନୂଆ ହଟସ୍ପଟ ପାଲଟିବାକୁ ବସିଲାଣି। ପ୍ରତିଦିନ ଏହି ଜିଲ୍ଲାରୁ ଶତାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।
ଗତ ୨୪ ଘଣ୍ଟାରେ ରାୟଗଡ଼ା ଜିଲ୍ଲାରୁ ୪୯୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ସବ୍ଜେଲ୍ରୁ କେବଳ ୧୫୨ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ସବ୍ଜେଲ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ରାୟଗଡ଼ା ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୦ ରେ ପହଞ୍ଚିଥିବା ବେଳେ ଆକ୍ଟିଭ କେସ୍ ୧,୪୨୧ ରହିଛି। ୨୨୭୮ ଜଣ ସୁସ୍ଥ ହୋଇ ଘରକୁ ଘେରିଥିବା ବେଳେ ୨୧ ଜଣ କରୋନାରେ ଆଖି ବୁଜି ସାରିଲେଣି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...