ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ଼ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୭୮୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 2 from Baragarh 1 from Angul The total recovered cases of Odisha now stand at 31784 — H & FW Dept Odisha (@HFWOdisha) August 9, 2020 […]

coronavirus-in-india

coronavirus-in-india

Manoranjan Sial
  • Published: Sunday, 09 August 2020
  • Updated: 09 August 2020, 08:20 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ଼ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୭୮୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1292468094841962496?s=20

ଆଜି ରାଜ୍ୟରେ ସୁସ୍ଥ ହୋଇଥିବା ୧୫୪୩ କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪୦୨ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୧୦, କଟକରୁ ୧୩୧, କୋରାପୁଟରୁ ୧୨୮, ଗଜପତିରୁ ୧୧୧, ବାଲେଶ୍ୱରରୁ ୮୩, ଯାଜପୁରରୁ ୫୮, ସମ୍ବଲପୁର-୪୯, ମାଲକାନଗିରିରୁ ୪୭, କନ୍ଧମାଳରୁ ୪୬, ରାୟଗଡ଼ାରୁ ୩୫, ନୟାଗଡ଼ରୁ ୩୩, ଭଦ୍ରକରୁ ୩୧, ଜଗତସିଂହପୁରରୁ ୨୭, କଳାହାଣ୍ଡିରୁ ୨୫, କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୨୧, ନବରଙ୍ଗପୁରରୁ ୧୫, ମୟୂରଭଞ୍ଜରୁ ୧୫, ପୁରୀରୁ ୧୪, ବଲାଙ୍ଗୀରରୁ ୧୦, କେନ୍ଦ୍ରାପଡ଼ାରୁ ୧୦, ସୋନପୁରରୁ ୭, ଝାରସୁଗୁଡ଼ାରୁ ୫, ସୁନ୍ଦରଗଡ଼ରୁ ୪, ବରଗଡ଼ରୁ ୨ ଓ ଅନୁଗୋଳରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos