ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ଼ ସଂଖ୍ୟକ ୧୫୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୧୭୮୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
https://twitter.com/HFWOdisha/status/1292468094841962496?s=20
ଆଜି ରାଜ୍ୟରେ ସୁସ୍ଥ ହୋଇଥିବା ୧୫୪୩ କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪୦୨ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୧୦, କଟକରୁ ୧୩୧, କୋରାପୁଟରୁ ୧୨୮, ଗଜପତିରୁ ୧୧୧, ବାଲେଶ୍ୱରରୁ ୮୩, ଯାଜପୁରରୁ ୫୮, ସମ୍ବଲପୁର-୪୯, ମାଲକାନଗିରିରୁ ୪୭, କନ୍ଧମାଳରୁ ୪୬, ରାୟଗଡ଼ାରୁ ୩୫, ନୟାଗଡ଼ରୁ ୩୩, ଭଦ୍ରକରୁ ୩୧, ଜଗତସିଂହପୁରରୁ ୨୭, କଳାହାଣ୍ଡିରୁ ୨୫, କେନ୍ଦୁଝରରୁ ୨୩, ଢେଙ୍କାନାଳରୁ ୨୧, ନବରଙ୍ଗପୁରରୁ ୧୫, ମୟୂରଭଞ୍ଜରୁ ୧୫, ପୁରୀରୁ ୧୪, ବଲାଙ୍ଗୀରରୁ ୧୦, କେନ୍ଦ୍ରାପଡ଼ାରୁ ୧୦, ସୋନପୁରରୁ ୭, ଝାରସୁଗୁଡ଼ାରୁ ୫, ସୁନ୍ଦରଗଡ଼ରୁ ୪, ବରଗଡ଼ରୁ ୨ ଓ ଅନୁଗୋଳରୁ ଜଣେ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।