ଆରୋଗ୍ୟ ହେଲେ ୧୫୪୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୪୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୨୪୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 3 from Jharsuguda The total recovered cases of Odisha now stand at 30241 — H & FW Dept Odisha (@HFWOdisha) August 8, 2020 ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ […]

corona,,,,,

corona,,,,,

Manoranjan Sial
  • Published: Saturday, 08 August 2020
  • Updated: 08 August 2020, 08:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆରୋଗ୍ୟ ହେଲେ ୧୫୪୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୨୪୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1292095669222555653?s=20

ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୬୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡ଼ରୁ ୬୨, ସୁନ୍ଦରଗଡ଼ରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬, ରାୟଗଡ଼ାରୁ ୩୬, ଯାଜପୁରରୁ ୩୪, ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ୱଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡ଼ାରୁ ୨୧, କେନ୍ଦୁଝରରୁ ୧୭, ବରଗଡ଼ରୁ ୧୬, ବଲାଙ୍ଗିରିରୁ ୧୬, ଢେଙ୍କାନାଳରୁ ୧୩, ମୟୂରଭଞ୍ଜରୁ ୧୨, ଭଦ୍ରକରୁ ୮, ଜଗତସିଂହପୁରରୁ ୮, ସୁବର୍ଣ୍ଣପୁରରୁ ୮, ଅନୁଗୋଳରୁ ୬, ନୂଆପଡ଼ାରୁ ୬, ନବରଙ୍ଗପୁରରୁ ୪ ଓ ଝାରସୁଗୁଡ଼ାରୁ ୩ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି।

ଆଜି ସୁଦ୍ଧା ରାଜ୍ୟରେ ୪୪୧୯୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୫୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୨୪୧ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୪୮ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story