Advertisment

୫ ଜିଲ୍ଲାରୁ ଜଣେ ଲେଖାଏଁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଜିଲ୍ଲାରୁ ୧୫୭ଟି ନୂଆ କୋଭିଡ ପଜିଟିଭ ମାମଲା ସାମ୍ନାକୁ ଆସିଛି । ସେଥରୁ ୯୩ଟି କ୍ୱାରେଣ୍ଟାଇନ ଓ ବାକି ୬୪ଟି ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଚିହ୍ନଟ ହୋଇଥିବା ଅକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ […]

୫ ଦିନ ହେଲା ଅନୁଗୋଳରୁ ଆସୁଛି ସର୍ବାଧିକ କରୋନା ମୃତ୍ୟୁ ରିପୋର୍ଟ

Corona

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୨୪ ଜିଲ୍ଲାରୁ ୧୫୭ଟି ନୂଆ କୋଭିଡ ପଜିଟିଭ ମାମଲା ସାମ୍ନାକୁ ଆସିଛି । ସେଥରୁ ୯୩ଟି କ୍ୱାରେଣ୍ଟାଇନ ଓ ବାକି ୬୪ଟି ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି।

Advertisment

ଚିହ୍ନଟ ହୋଇଥିବା ଅକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ ୨ଜଣ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର ଓ ସୋନପୁରରୁ ଜଣେ ଲଖାଏଁ ଚିହ୍ନଟ ହୋଇଛନ୍ତି।

Advertisment


ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩, ୭୨୩ରେ ପହଞ୍ଚିଛି।  ଏଥିମଧ୍ୟରୁ ୧୭୧୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩,୩୦, ୦୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe