ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୬ ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୮୭୫

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୮୭୫ରେ ପହଞ୍ଚି ଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬, ନୟାଗଡ଼ରୁ ୩ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ କଟକ ଓ ବାଲେଶ୍ୱରରୁ ୨ ଜଣ  ଲେଖାଏଁ ଓ ଜଗତସିଂହପୁର, ବରଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। […]

CORONA-11-(1)

Tapaswini Nayak
  • Published: Friday, 02 October 2020
  • , Updated: 02 October 2020, 12:25 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  ୮୭୫ରେ ପହଞ୍ଚି ଯାଇଛି।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬, ନୟାଗଡ଼ରୁ ୩ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାବ୍ୟତୀତ କଟକ ଓ ବାଲେଶ୍ୱରରୁ ୨ ଜଣ  ଲେଖାଏଁ ଓ ଜଗତସିଂହପୁର, ବରଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Related story