୧୬ ଜିଲ୍ଲାରେ ବର୍ଷିବ; ବଜ୍ରପାତ ଓ ଝଡ଼ତୋଫାନ ବି ହେବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡ ଓ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଆଜି ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ଝ଼ଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ ଓ ଖୋର୍ଦ୍ଧାରେ ବର୍ଷା ସହିତ ବଜ୍ରପାତ ଓ ଝଡ଼ତୋଫାନ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ […]

rain-00

Jitendra Garnayak
  • Published: Sunday, 31 May 2020
  • , Updated: 31 May 2020, 03:29 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଝାଡ଼ଖଣ୍ଡ ଓ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁଁ ଆଜି ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ଝ଼ଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ ଓ ଖୋର୍ଦ୍ଧାରେ ବର୍ଷା ସହିତ ବଜ୍ରପାତ ଓ ଝଡ଼ତୋଫାନ ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related story