ଗଛରେ ପିଟି ହୋଇ ଓଲଟି ପଡ଼ିଲା ଭ୍ୟାନ୍‌, ୧୬ ଆହତ

ଭଞ୍ଜନଗର(ଓଡ଼ିଶା ରିପୋର୍ଟର):  ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ପ୍ରଥମେ ଗାଜଲବାଡ଼ି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେସୋରଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ୪ ଜଣ ଗୁରୁତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତକାଲି […]

accident

accident

Tapaswini Nayak
  • Published: Thursday, 26 May 2022
  • Updated: 26 May 2022, 08:36 AM IST

Sports

Latest News

ଭଞ୍ଜନଗର(ଓଡ଼ିଶା ରିପୋର୍ଟର):  ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ଭୂତପଙ୍କାଳ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଭ୍ୟାନ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଓଲଟି ପଡ଼ିବାରୁ ୧୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ସମସ୍ତଙ୍କୁ ପ୍ରଥମେ ଗାଜଲବାଡ଼ି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେସୋରଡ଼ା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ୪ ଜଣ ଗୁରୁତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ନରେନ୍ଦ୍ରପୁର ଗାଁର ଲୋକମାନେ ଦାରିଙ୍ଗିବାଡ଼ିରୁ ନିର୍ବଦ୍ଧ ସାରି ଘରକୁ ଫେରୁଥିଲେ। ଏହି ସମୟରେ ଭୂତପଙ୍କାଳ ନିକଟରେ ଭ୍ୟାନ୍‌ଟି ଭାରସାମ୍ୟ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ସୋରଡ଼ା ପୁଲିସ ଓ ଦମକଳ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଗାଡ଼ିରେ ଡ୍ରାଇଭର ସମେତ ୨୧ଜଣ ଥିଲେ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story