ଆଉ ୧୬ ଛାତ୍ରଛାତ୍ରୀ କରୋନା ପଜିଟିଭ୍‌

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ କୁଞ୍ଜକାନ୍ତ ସ୍ଥିତ ଆବାସିକ କଲେଜରୁ ଗତକାଲି ୩୩ ଛାତ୍ରଛାତ୍ରୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଜି ଆଉ ୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୬ ପଜିଟିଭଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି। ବର୍ତ୍ତମାନ ଉକ୍ତ କଲେଜକୁ ସିଲ୍‌ କରିଦିଆଯାଇଛି। ଏହାଛଡ଼ା କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି। ଆବାସିକ କଲେଜରେ ପଢ଼ୁଥିବା ୨୬୦ ଛାତ୍ରଛାତ୍ରୀଙ୍କ କରୋନା ଟେଷ୍ଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨୧୦ ଜଣଙ୍କର ରିପୋର୍ଟ […]

corona

corona

Manoranjan Sial
  • Published: Thursday, 02 December 2021
  • Updated: 02 December 2021, 05:17 PM IST

Sports

Latest News

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ କୁଞ୍ଜକାନ୍ତ ସ୍ଥିତ ଆବାସିକ କଲେଜରୁ ଗତକାଲି ୩୩ ଛାତ୍ରଛାତ୍ରୀ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଜି ଆଉ ୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୬ ପଜିଟିଭଙ୍କୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୩ରେ ପହଞ୍ଚିଛି। ବର୍ତ୍ତମାନ ଉକ୍ତ କଲେଜକୁ ସିଲ୍‌ କରିଦିଆଯାଇଛି। ଏହାଛଡ଼ା କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଛି।

ଆବାସିକ କଲେଜରେ ପଢ଼ୁଥିବା ୨୬୦ ଛାତ୍ରଛାତ୍ରୀଙ୍କ କରୋନା ଟେଷ୍ଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୨୧୦ ଜଣଙ୍କର ରିପୋର୍ଟ ଆସିଥିଲା। ଯେଉଁଥିରେ ୩୩ ଜଣ ଛାତ୍ରଛାତ୍ରୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ବାକି ୫୦ ଜଣ ଛାତ୍ରଛାତ୍ରୀଙ୍କ ରିପୋର୍ଟ ଆସିନଥିଲା। ଆଜି ଅପରାହ୍ନରେ ଆସିଥିବା ବାକି ୫୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୬ ଜଣ ପଜିଟିଭ୍‌ ଥିବା ଜଣାପଡ଼ିଛି। ୟା ଭିତରେ କଲେଜ ଓ ହଷ୍ଟେଲ ବିଲଡିଂକୁ ଖାଲି କରିଦେଇଛନ୍ତି କଲେଜ କର୍ତ୍ତୃପକ୍ଷ।

ସେପଟେ କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି। ତେବେ ନେଗେଟିଭ୍‌ ଥିବା ପିଲାମାନଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯିବା ସହିତ ସେମାନଙ୍କୁ ହଷ୍ଟେଲରେ ସଙ୍ଗରୋଧରେ ରଖିବା ପାଇଁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଥିଲା। ଏହା ସତ୍ତ୍ୱେ କେଉଁ ପରିସ୍ଥିତିରେ କଲେଜ ଓ ହଷ୍ଟେଲ ଖାଲି କରିଦେଲେ କର୍ତ୍ତୃପକ୍ଷ? ସେଥିପାଇଁ କର୍ତ୍ତୃପକ୍ଷଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୌର ନିର୍ବାହୀ ଅଧିକାରୀ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story